Daily Horoscope 25th March 2024: ଏହି ରାଶିର ବ୍ୟକ୍ତି ଆଜି ନୂତନ ଜମି କ୍ରୟ କରି ପାରନ୍ତି
/odishatv-khabar/media/media_files/uploadimage/library/16_9/16_9_0/IMAGE_1711339285-224908.jpg)
ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିôଥ- ପୂର୍ଣ୍ଣିମା ଦିବା ୧୨.୩୦ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୩୭ ପର୍ଯ୍ୟନ୍ତ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
