ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିôଥ- ପୂର୍ଣ୍ଣିମା ଦିବା ୧୨.୩୦ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୩୭ ପର୍ଯ୍ୟନ୍ତ
ମଘା- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଚାକିରିରେ କ୍ଷେତ୍ରରେ ଭଲ ଫଳ ପାଇବେ
ପୂ- ଫାଲ୍ଗୁନୀ- ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ଋତ ହେବେ । ପ୍ରତିକୂଳ ପରିସି୍ଥତି ମଧ୍ୟଦେଇ ମଧ୍ୟ ପାରିବାରିକ ଦାୟିତ୍ୱ ସୂଚାରୁପେ ତୁଳାଇବେ । ବନ୍ଧୁତା ସୂତ୍ରରେ ଆବଦ୍ଧ ରହି କର୍ତବ୍ୟରେ ତ୍ରୁଟି ରହିବ
ଉ- ଫାଲ୍ଗୁନୀ- ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ସୃଜନଶୀଳତା ଓ ଧର୍ମକାର୍ୟ୍ୟରେ ବାଧାପ୍ରାପ୍ତ ଦେଖାଦେବ
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧