• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th March 2024: ଏହି ରାଶିର ବ୍ୟକ୍ତି ଆଜି ନୂତନ ଜମି କ୍ରୟ କରି ପାରନ୍ତି

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିôଥ- ପୂର୍ଣ୍ଣିମା ଦିବା ୧୨.୩୦ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୩୭ ପର୍ଯ୍ୟନ୍ତ

Libra

ତୁଳା

Monday 25 Mar 2024

ଚିତ୍ରା- ବୈବାହିକ ଜୀବନରେ ମଧୟରତା ଆସିପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ

ସ୍ୱାତୀ- ରାଜନୀତିରେ ସଫଳତା ପାଇ ପାରନ୍ତି । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି । ବହୁ ସମସ୍ୟା ସତ୍ୱେ ଉନ୍ନତି ପରିଲକ୍ଷିତ ହେବ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ଉପସ୍ଥିତି ବୃଦ୍ଧି ପ୍ରୟୋଗ କରି ସମସ୍ୟାର ସମାଧାନ କରିବେ

ବିଶାଖା- ଖୋଜୁଥିବା ଜିନିଷଟି ପାଇ ଆନନ୍ଦିତ ହେବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :