• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th March 2024: ଏହି ରାଶିର ବ୍ୟକ୍ତି ଆଜି ନୂତନ ଜମି କ୍ରୟ କରି ପାରନ୍ତି

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିôଥ- ପୂର୍ଣ୍ଣିମା ଦିବା ୧୨.୩୦ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୩୭ ପର୍ଯ୍ୟନ୍ତ

Sagittarius

ଧନୁ

Monday 25 Mar 2024

ମୂଳା- ପ୍ରେମ ଓ ସାଂସାରିକ ଜୀବନ ହସଖୁସିରେ କଟିବ । ନିଜ କାର‌୍ୟ୍ୟ ପାଇଁ ପ୍ରଂଶସିତ ହେବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ ।ପୂର୍ବ ଯୋଜନା ଅନୁସାରେ କାମ କରିବେ । ବାକି ପଡିଥିବା ଅର୍ଥକୁ କୈଶଳରେ ଆଦାୟ କରିବାକୁ ସମର୍ଥ ହେବେ

ପୂ, ଷାଢା-ସାମ୍ୱାଦିକତା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତି ପାଦିତ କରିବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ମଧୁର କଥା ଦ୍ୱାରା ଅନ୍ୟମାନଙ୍କୁ ଖୁସି କରିବେ । ବିବାଦିୟ ଘଟଣାରେ ବିଜୟଲାଭ କରିପାରନ୍ତି । ଅତ୍ୟଧିକ ଭାବପ୍ରବଣ ହୋଇ ଅସୁବିଧାରେ ପଡିପାରନ୍ତି

ଉ, ଷାଢା- ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ । ସାଂସାରିକ ସ୍ୱାଧିନତା ରହିବ । ଚାକିରିରେ ଆଶ୍ୱସ୍ତି ହୋଇପାରନ୍ତି । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :