ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।
କୃତିକା- କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ । ରୋହିଣୀ-ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ । ମୃଗଶିରା- ସହକର୍ମୀମାନଙ୍କ ସହିତ ମନୋମାଳିନ୍ୟ ଘଟିପାରେ । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଅଜଣା ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।