ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।
ଧନିଷ୍ଠା-ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । କର୍ମଜୀବୀମାନଙ୍କ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଆର୍ଥିକ ପରିସ୍ଥିତି ଭଲ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ଶତଭିଷା- ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବା ସହ ପ୍ରତିଯୋଗିତା ପରୀକ୍ଷାରେ ଯଶର ସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ରାଜନୈତିକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସହ ଆଲୋଚନା କଲେ ସୁଫଳ ପାଇବେ । ପୂ,ଭାଦ୍ରପଦ-ପଢାରେ ବନ୍ଧୁଙ୍କ ସାହାର୍ଯ୍ୟ ପାଇବେ । ଯାତ୍ରା, ବାଣିଜ୍ୟ, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପ୍ରଦାନ କରିପାରନ୍ତି । ପରକଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ ।
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।