• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।

Pisces

ମୀନ

Tuesday 25 Mar 2025

ପୂ,ଭାଦ୍ରପଦ- ପ୍ରେମ ଜୀବନ ମଧୁରମୟ ରହିବ । କୌଣସି କାମରେ ଆଶା ଠାରୁ ଅଧିକ ଲାଭ ପାଇବେ । ବ୍ୟପାର ବୃତ୍ତିରେ ପ୍ରଗତି ହେବ । ଶୃଙ୍ଖଳିତ ଭାବରେ କର୍ମ କରି ସଫଳତା ପାଇବେ । ଉ,ଭାଦ୍ରପଦ- ବ୍ୟବସାୟରେ ସାମାନ୍ୟ ପରିବର୍ତ୍ତନ ହେତୁ ସାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ସାମ୍ବାଦିକମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଯେଉଁ ବ୍ୟକ୍ତିମାନେ ନୂଆ ଚାକିରି ଚାହୁଁଛନ୍ତି ସେମାନେ ଏଥିରେ ସଫଳ ହେବେ । ରେବତୀ- ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।