• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।

Gemini

ମିଥୁନ

Tuesday 25 Mar 2025

ମୃଗଶିରା- ବହୁଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ । ସ୍ବାସ୍ଥ୍ୟ ସମସ୍ୟା ପରିବର୍ତ୍ତିତ ନହେବା ହେତୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ଘଟିବ । ପରିବାର ଭିତରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ଆଦ୍ରା- ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ପୁନର୍ବସୁ- ଜମିଜମା  କାରବାରରେ ବିଳମ୍ବ ହେତୁ ସମସ୍ୟା ଦେଖାଦେଇପାରେ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ମହିଳାମାନେ ନାନା ଚିନ୍ତାରେ ରହିବେ ।

ପ୍ରତିକାର- ଶ୍ରୀ ରାମଙ୍କର ରକ୍ଷା ସ୍ତୋତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।