• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।

Cancer

କର୍କଟ

Tuesday 25 Mar 2025

ପୁନର୍ବସୁ- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମ୍ନା କରିବାକୁ ପଡିପାରେ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଚେଷ୍ଟା କରିବେ । ପୁଷ୍ୟା- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର , କଥାବାର୍ତାରେ ଆୟତ୍ତ ନରଖିଲେ ଅସୁବିଧାରେ ପଡିପାରନ୍ତି । ଅଶ୍ଲେଷା- ଛାତ୍ରଛାତ୍ରୀମାନଙ୍କୁ  ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।