ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।
ମଘା- ତୈଳବୀଜ ବ୍ୟବସାୟରେ ବେଶ୍ ଲାଭବାନ୍ ହେବେ । କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ । ପରିବାରରେ ନିଜର ପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ । ପୂ,ଫାଲଗୁନି- ଆଜି ଭଲ ବିଚାର ଭରା ରହିବେ ଓ ଆଶାରୁ ବହୁତ ବେଶୀ ଲାଭ ପାଇବେ । ଶିକ୍ଷାର୍ଥୀମାନଙ୍କୁ ଆଶାନୁରୂପ ଫଳ ପାଇବା ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ଉ,ଫାଲଗୁନି- ନିର୍ମାଣ, ମରାମତି କାମ ଓ ପ୍ରତିଟି ପଦକ୍ଷେପରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।
ପ୍ରତିକାର- କୁଳ ଦେବତାଙ୍କ ପୂଜା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧
ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।