• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।

Virgo

କନ୍ୟା

Tuesday 25 Mar 2025

ଉ,ଫଳଗୁନି- ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ହସ୍ତା- ନୂଆ କାମ ପାଇଁ ପ୍ଲାନିଂ କରିପାରନ୍ତି, ଯାହା ଆପଣଙ୍କୁ ସଫଳତା ଆଣିଦେବ । ପୁରା ସମୟ ଆନନ୍ଦଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । ଚିତ୍ରା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । 

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।