ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।
ଚିତ୍ରା- ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ସ୍ୱାତୀ- ସନ୍ତାନମାନେ ଉଚ୍ଚ ଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଥିବା ଲୋକ ଓ ଇର୍ଷା ପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୁରସ୍କୃତ ହେବେ । ବିଶାଖା- ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ । ଆନୁଷ୍ଠାନିକ କାମରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।
ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।