• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।

Scorpio

ବିଛା

Tuesday 25 Mar 2025

ବିଶାଖା- କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ । ସାସ୍କୃତିକ  ପରିବେଶରେ ଯୋଗଦାନ କରିପାରନ୍ତି । ପାରିବାରିକ ଜୀବନ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇପାରନ୍ତି । ଅନୁରାଧା- ଅଫିସରେ ଭାବିଥିବା କାମ ନିର୍ଦ୍ଧାରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନୀତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ । ବିବାଦୀୟ ଘଟଣା ଟିକେ ଜଟିଳ ଆଡକୁ ଗତି କରିବ । ଜ୍ୟେଷ୍ଠା- ଛାତ୍ରଛାତ୍ରୀ ସ୍ୱାଭିମାନୀ ହେବେ ।  ଅବହେଳା କରିଥିବା କାର୍ଯ୍ୟ ପାଇଁ ଅନୁତାପ କରିବେ । ସତ୍ କର୍ମରେ ବ୍ରତୀ ହୋଇପାରନ୍ତି । ଖେଳକୁଦରେ ଖୁସି ରହିବେ ।

ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ
 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।