ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।
ମୂଳା-ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବନ୍ଧୁ ମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସ ଖୁସିର ବାତାବରଣ ସୃଷ୍ଟି ହେବ । ପୂ,ଷାଢା- ପରକଥାରେ ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ଚାକିରିରେ ଅସ୍ଥିରତା ମନ ରହିବ । ଉଚ୍ଚଶିକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ ପଡିପାରେ । ରାଜନୀତିରେ ମାନ ସମ୍ନାନ ବୃଦ୍ଧି ପାଇବ । ଉ,ଷାଢା- ଜମିଜମା କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ରାସ୍ତାରେ ଗମନାଗମନ କ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି । ଅର୍ଥାଭାବ ଯୋଗୁଁ ବିଚଳିତ ହେବେ ।
ପ୍ରତିକାର- ନାଲି ରଙ୍ଗର ପୋଷାକ ପରିଧାନ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।