• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।

Capricorn

ମକର

Tuesday 25 Mar 2025

ଉ,ଷାଢା- ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ ।  ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ଶ୍ରବଣା- ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ । ଧନିଷ୍ଠା- ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବିଥିବା କୌଣସି ଜରୁରୀ କାମ ସଂପୂର୍ଣ୍ଣ ହେବ । ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ ।

ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ
 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।