• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମି ଓ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ଅହୋରାତ୍ର ,ତିଥି – ୬ଷ୍ଠୀ ଅହୋରାତ୍ର,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Aquarius

କୁମ୍ଭ

Thursday 25 May 2023

ଧନିଷ୍ଠା- ସ୍ୱାସ୍ଥ୍ୟରେ ଚିକିତ୍ସା ପାଇଁ ଉତମ ଦିନ ରହିବ । ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ

ଶତଭିଷା- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନିତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ

ପୂ, ଭାଦ୍ରପଦ- ସମାଜ ସେବା କରିବାରେ ମନଭାବ ପୋଷଣ କରିବେ । ଗୃହ ନିର୍ମାଣ ବା ଯାନବାହ. ଭୂମି କ୍ରୟ କରି ପାରିବେ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :