• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମି ଓ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ଅହୋରାତ୍ର ,ତିଥି – ୬ଷ୍ଠୀ ଅହୋରାତ୍ର,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Pisces

ମୀନ

Thursday 25 May 2023

ପୂ , ଭାଦ୍ରପଦ - ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଦାମ୍ପତ୍ୟ ଜୀବନରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ

ଉ , ଭଦ୍ରପଦ - ସମ୍ପର୍କୀୟ ମାନଙ୍କର ସାହାର୍ଯ୍ୟ ପାଇବା କାରଣରୁ ଆର୍ଥିକ ଉନ୍ନତି ପାଇପାରିବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ବଜାୟ ରହିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ ।

ରେବତୀ – ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତନ ହେବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମଖୀନ ହୋଇପାରନ୍ତି । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମହିଳା ମାନେ ଟିକେ ମାନସିକ ଚାପରେ ରହିବେ

ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :