• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମି ଓ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ଅହୋରାତ୍ର ,ତିଥି – ୬ଷ୍ଠୀ ଅହୋରାତ୍ର,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Thursday 25 May 2023

ମୃଗଶିରା- ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ

ଆଦ୍ରା- ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ

ପୁନର୍ବସୁ- ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ମହିଳା ମାନେ ଅଳ୍ପ ପ୍ରୟାସରେ କାମ ପୂର୍ଣ୍ଣ କରିବେ

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :