• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମି ଓ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ଅହୋରାତ୍ର ,ତିଥି – ୬ଷ୍ଠୀ ଅହୋରାତ୍ର,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Leo

ସିଂହ

Thursday 25 May 2023

ମଘା- ମଧୁମେୟ ରୋଗର ସମ୍ମୁଖୀନ ହୋଇ ପାରନ୍ତି । ପରିବାରରେ ହସଖୁସିର ବାତାବରଣ ଜାରି ରହିବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ବିଦ୍ୟାରେ ଉନ୍ନତି କରିବେ

ପୂ- ଫାଲ୍‌ଗୁନୀ- ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଂଶସାବାଣୀ ଶୁଣିବେ ଓ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ଛାତ୍ରଛାତ୍ରି ମାନେ ପଢାରେ ମନୋନିବେଶ କରିବେ

ଉ- ଫାଲ୍‌ଗୁନୀ- ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳା ମାନେ ବିଦେଶ ଯାତ୍ରା କରି ପାରିବେ । ସତର୍କ ହୋଇ ଟଙ୍କା ଖର୍ଚ୍ଚ ନକରିଲେ ଅସୁବିଧାରେ ପଡିପାରନ୍ତି । ସିନେତାରକା ମାନେ ଭଲ ନାମ କମାଇବେ

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :