• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମି ଓ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ଅହୋରାତ୍ର ,ତିଥି – ୬ଷ୍ଠୀ ଅହୋରାତ୍ର,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Virgo

କନ୍ୟା

Thursday 25 May 2023

ଉ , ଫାଲଗୁନୀ – ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ ।

ହସ୍ତା – ବ୍ୟବସାୟୀ ମାନେ ବିନା ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଚାକିରି କ୍ଷେତ୍ରରେ ପଦୋନ୍ନତି ହୋଇପାରେ ।

ଚିତ୍ରା – ଛାତ୍ରଛାତ୍ରି ମାନେ ଆଶାଜନକ ଫଳ ପାଇ ପାରିବେ ନାହିଁ । ଶତୃମାନେ ମିତ୍ରପରି ବ୍ୟବହାର କରିବେ । ମହିଳା ମାନେ ଆଧାର୍ମିକ ଦିଗରେ ମନ ଦେବେ । ପଇସାପତ୍ର ଅଭାବକୁ ନେଇ ସାମାନ୍ୟ ସମସ୍ୟା ଦେଖାଦେଇପାରେ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :