• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମି ଓ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ଅହୋରାତ୍ର ,ତିଥି – ୬ଷ୍ଠୀ ଅହୋରାତ୍ର,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Scorpio

ବିଛା

Thursday 25 May 2023

ବିଶାଖା – ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର‌୍ୟ୍ୟ କରିବେ ।

ଅନୁରାଧା – ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ ସୁନାମ ବୃଦ୍ଧି ଘଟିବ । ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ ।

ଜ୍ୟେଷ୍ଠା – ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ । ମାଲିମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳା ମାନଙ୍କର ସଂଗୀତ କ୍ଷେତ୍ରରେ ରୂଚି ରହିବ

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :