• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମି ଓ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ଅହୋରାତ୍ର ,ତିଥି – ୬ଷ୍ଠୀ ଅହୋରାତ୍ର,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Sagittarius

ଧନୁ

Thursday 25 May 2023

ମୂଳା- ପରିସ୍ରା ଜନିତ ରୋଗ ଦେଖା ଦେଇପାରେ । ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ

ପୂ, ଷାଢା- ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ

ଉ, ଷାଢା- ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାସ୍କୃତିକ କାର୍ଯ୍ୟରେ ଲୋକ ପ୍ରିୟତା ଅର୍ଜନ କରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ମହିଳା ମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍ବିଗ୍ନ ରହିବ

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :