• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମି ଓ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ଅହୋରାତ୍ର ,ତିଥି – ୬ଷ୍ଠୀ ଅହୋରାତ୍ର,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Capricorn

ମକର

Thursday 25 May 2023

ଉ , ଷାଢା – ହଠାତ୍ ବାୟୁରୋଗ ଦେଖା ଦେଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରି ପାରବେ ନାହିଁ। ସ୍ଥଗିତ ଥିବା କର୍ମଟି ପୂରଣ ହେବା ସହ ଆର୍ଥୀକ ସଙ୍କଟ ଦୂରେଇ ଯାଇପାରେ ।

ଶ୍ରବଣା – ନୂତନ ବ୍ୟବସାୟ ଆରମ୍ଭ କରିି , ମାତ୍ର ମୂଳଧନ ବିନିଯୋଗରେ ସାମାନ୍ୟ ଲାଭ ଦେଖାଦେବ । ରାଜନୀତି କ୍ଷେତ୍ରରେ ସମସ୍ୟା ସୁଧାର ନେବି । ଅନ୍ୟ ମନସ୍କ ହେତୁ ପାଠପଢାରେ ମନ ଲାଗିବ ନାହିଁ ।

ଧନିଷ୍ଠା – ଉଚ୍ଚ କର୍ମକର୍ତା ମାନେ ଆପଣଙ୍କ ଉପରେ ଖୁସି ହେବାର ଆଶା ଦେଖାଦେବ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ନାରୀମାନେ ଉଦର ପୀଡାରୁ ମୁକ୍ତି ପାଇବେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :