• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଶନିବାର। ଚନ୍ଦ୍ର- ବିଛା ଦିବା ୧୦.୩୫ ଗତେ ଧନୁ। ତିଥି-୨ୟା ସନ୍ଧ୍ୟା ୦୬.୫୮ ଗତେ ୩ୟା। ଘାତଚନ୍ଦ୍ର- ଦିବା ୧୦.୩୫ ଗତେ ତୁଳା ଓ କୁମ୍ଭ ରାଶିର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।। ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬.୫୮ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Aquarius

କୁମ୍ଭ

Saturday 25 May 2024

ଧନିଷ୍ଠା- ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟିହେବାରୁ ଖୁସି ରହିବେ। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି।

ଶତଭିଷା- ସମର୍ଥକଙ୍କ ଶୁଭକାମନାରୁ ଖୁସି ରହିବେ। ନିଜ ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶୀ ସଫଳତା ପାଇବେ। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ମନ ଖୁସି ହୋଇଯିବ।

ପୂ, ଭାଦ୍ରପଦ-ହାତକୁ ନେଇଥିବା କାମଟିକୁ ସୁରୁଖୁରୁରେ କରିବା କାରଣରୁ ଟେନ୍ସନ କମିଯିବ। ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ।

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :