• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଶନିବାର। ଚନ୍ଦ୍ର- ବିଛା ଦିବା ୧୦.୩୫ ଗତେ ଧନୁ। ତିଥି-୨ୟା ସନ୍ଧ୍ୟା ୦୬.୫୮ ଗତେ ୩ୟା। ଘାତଚନ୍ଦ୍ର- ଦିବା ୧୦.୩୫ ଗତେ ତୁଳା ଓ କୁମ୍ଭ ରାଶିର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।। ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬.୫୮ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Pisces

ମୀନ

Saturday 25 May 2024

ପୂ , ଭାଦ୍ରପଦ - ସ୍ୱାସ୍ଥ୍ୟରେ ଚିକିତ୍ସା ପାଇଁ ଉତ୍ତମ ଦିନ ରହିବ । ପ୍ରେମିକପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ ।

ଉ , ଭଦ୍ରପଦ - ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନୀତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ ।

ରେବତୀ – ସମାଜ ସେବା କରିବାରେ ମନଭାବ ପୋଷଣ କରିବେ । ଗୃହ ନିର୍ମାଣ ବା ଯାନବାହ, ଭୂମି କ୍ରୟ କରି ପାରିବେ । ମହିଳାମାନେ ସୁସ୍ୱାଦ ଭୋଜନ କରିବେ । ଚାକିରି ପରିବର୍ତ୍ତନ ପାଇଁ ଦିନଟି ଭଲ ରହିବ ।

ପ୍ରତିକାର- ମା’ ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :