• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଶନିବାର। ଚନ୍ଦ୍ର- ବିଛା ଦିବା ୧୦.୩୫ ଗତେ ଧନୁ। ତିଥି-୨ୟା ସନ୍ଧ୍ୟା ୦୬.୫୮ ଗତେ ୩ୟା। ଘାତଚନ୍ଦ୍ର- ଦିବା ୧୦.୩୫ ଗତେ ତୁଳା ଓ କୁମ୍ଭ ରାଶିର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।। ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬.୫୮ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Cancer

କର୍କଟ

Saturday 25 May 2024

ପୁନର୍ବସୁ – ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ ।

ପୁଷ୍ୟା – ଛାତ୍ରଛାତ୍ରୀମାନେ ସେମାନଙ୍କ ପରିଶ୍ରମ ଅନୁଯାୟୀ ଫଳ ମିଳିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ମାନସମ୍ମାନ ପାଇବେ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।

ଅଶ୍ଳେଷା – ଜମିଜମା କ୍ରୟ ବା ନୂତନ ଗୃହ ନିର୍ମାଣ କରିବେ । ଶତ୍ରୁମାନେ ମଥାନତ କରିବେ । ମହିଳାମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ । ଖେଳାଳିମାନେ ସତର୍କ ରହିବା ଆବଶ୍ୟକ ।

ପ୍ରତିକାର – ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :