• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଶନିବାର। ଚନ୍ଦ୍ର- ବିଛା ଦିବା ୧୦.୩୫ ଗତେ ଧନୁ। ତିଥି-୨ୟା ସନ୍ଧ୍ୟା ୦୬.୫୮ ଗତେ ୩ୟା। ଘାତଚନ୍ଦ୍ର- ଦିବା ୧୦.୩୫ ଗତେ ତୁଳା ଓ କୁମ୍ଭ ରାଶିର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।। ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬.୫୮ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Scorpio

ବିଛା

Saturday 25 May 2024

ବିଶାଖା – ପୁରୁଣା ରୋଗ ପୁଣିଥରେ ଦେଖାଦେବ । ପାରିବାରିକ ବାତାବରଣ ଶାନ୍ତିଦାୟକ ରହିବ । ଉନ୍ନତ ଜ୍ଞାନ କୌଶଳରେ କାର‌୍ୟ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ । ଛାତ୍ରଙ୍କୁ କମ୍ ପରିଶ୍ରମରେ ଯଥେଷ୍ଟ ସୁଫଳ ମିଳିବ ।

ଅନୁରାଧା – ପ୍ରେମରେ ଭୁଲ ବୁଝାବଣା ହୋଇପାରେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ । କମ୍ପ୍ୟୁଟର ଶିକ୍ଷା ପାଇଁ ଆଗ୍ରହ ବଢିବ । ଅଫିସରେ କାହାରି ପ୍ରତି ଆକର୍ଷିତ ଅନୁଭବ କରିବେ ।

ଜ୍ୟେଷ୍ଠା – ଶତ୍ରୁମାନେ ମିତ୍ରଭାବେ ଆଚରଣ କରିବେ । ମହିଳାମାନେ ଶୁଭ ସମାଚାର ଶୁଣି ଖୁସି ହେବେ । ଡାକ୍ତରମାନେ ଭଲ ରୋଜଗାର କରିବେ । କୌଣସି ଶୁଭ କାର୍ଯ୍ୟରେ ବାଧା ଆସିପାରେ ।

ପ୍ରତିକାର – ମା’ ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :