• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2022: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ସନ୍ଧ୍ୟା ୦୫/୨୧ ଗତେ ଧନୁ ତିଥି- ୨ୟା ରାତ୍ରି ୧୦/୩୫ ଗତେ ୩ୟା ଘାତ ଚନ୍ଦ୍ର- ସନ୍ଧ୍ୟା ୦୫/୨୧ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୧୦/୩୫ ପର୍ଯ୍ୟନ୍ତ

Aries

ମେଷ

Friday 25 Nov 2022

ଅଶ୍ୱନୀ – ଜୀବନ ସାଥିଙ୍କ ପାଖରେ ଅଧିକ ସମୟ ବିତାଇବେ । କାର୍ଯ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ

ଦ୍ୱିଜା – ସାମାଜିକ କାର୍ଯ୍ୟ ଲାଗି ରୁଚି ବଢିପାରେ । ବ୍ୟବସାୟୀ ମାନେ ନୂତନ ବ୍ୟବସାୟ ଆରମ୍ଭ କରିବେ । ମହିଳା ମାନେ ଆତ୍ମ ନିର୍ଭରଶୀଳ ହେବେ

କୃତିକା – କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ

ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :