• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2022: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ସନ୍ଧ୍ୟା ୦୫/୨୧ ଗତେ ଧନୁ ତିଥି- ୨ୟା ରାତ୍ରି ୧୦/୩୫ ଗତେ ୩ୟା ଘାତ ଚନ୍ଦ୍ର- ସନ୍ଧ୍ୟା ୦୫/୨୧ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୧୦/୩୫ ପର୍ଯ୍ୟନ୍ତ

Taurus

ବୃଷ

Friday 25 Nov 2022

କୃତିକା - ଆପଣଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ବାହାରେ ଭୋଜନ କରିବେ । ନୂଆ ବେପାର ସମ୍ବନ୍ଧରେ ଯାତ୍ରା ଫଳପ୍ରଦ ହେବ

ରୋହିଣୀ – ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ମହିଳାଙ୍କୁ ଭଲ ଚାକିରିର ସୁଯୋଗ ମିଳିବ ।

ମୃଗଶିରା – ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । କ୍ୟାରିୟରରେ ମୋଡ ପରିବର୍ତନ ଲାଗି ଦିନଟି ଶୁଭ ରହିବ 

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :