• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2022: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ସନ୍ଧ୍ୟା ୦୫/୨୧ ଗତେ ଧନୁ ତିଥି- ୨ୟା ରାତ୍ରି ୧୦/୩୫ ଗତେ ୩ୟା ଘାତ ଚନ୍ଦ୍ର- ସନ୍ଧ୍ୟା ୦୫/୨୧ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୧୦/୩୫ ପର୍ଯ୍ୟନ୍ତ

Gemini

ମିଥୁନ

Friday 25 Nov 2022

ମୃଗଶିରା - ପ୍ରେମି ଯୁଗଳ ପରସ୍ପର ଏକତ୍ର ସମୟ ବିତାଇବେ । ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ଆଲୋଚନା ମାଧ୍ୟମରେ ସମସ୍ୟା ସମାଧାନ କରିବେ

ଆଦ୍ରା - ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡି ହେବା ପାଇଁ ଚେଷ୍ଟା କରିବେ । ମହିଳାଙ୍କୁ କାମରେ ଟିକେ ଆରାମ ମିଳିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ

ପୁନର୍ବସୁ - ଖଳ ଲୋକଙ୍କ ଠାରୁ ଦୂରରେ ରୁହନ୍ତୁ । ରାଜନୀତିରେ ଲୋକ ସପଂର୍କ ବୃଦ୍ଧି ପାଇବ । 

ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :