• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2022: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ସନ୍ଧ୍ୟା ୦୫/୨୧ ଗତେ ଧନୁ ତିଥି- ୨ୟା ରାତ୍ରି ୧୦/୩୫ ଗତେ ୩ୟା ଘାତ ଚନ୍ଦ୍ର- ସନ୍ଧ୍ୟା ୦୫/୨୧ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୧୦/୩୫ ପର୍ଯ୍ୟନ୍ତ

Cancer

କର୍କଟ

Friday 25 Nov 2022

ପୁନର୍ବସୁ - ଦୁଃଖ କ୍ଲେଶ ଅବସାନ ହେବ । ବନ୍ଧୁ ସହଯୋଗରେ ଉନ୍ନତି କରିବେ । କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ ।

ପୁଷ୍ୟା – ବ୍ୟବସାୟରେ ଭାଗ୍ୟୋଦୟ ହୋଇପାରେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ

ଅଶ୍ଳେଷା – ରାଜନୀତି ସଙ୍ଗଠନ ସୁଦୃଢ ହେବ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।

ପ୍ରତିକାର – ମାଆ ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :