• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2022: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ସନ୍ଧ୍ୟା ୦୫/୨୧ ଗତେ ଧନୁ ତିଥି- ୨ୟା ରାତ୍ରି ୧୦/୩୫ ଗତେ ୩ୟା ଘାତ ଚନ୍ଦ୍ର- ସନ୍ଧ୍ୟା ୦୫/୨୧ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୧୦/୩୫ ପର୍ଯ୍ୟନ୍ତ

Leo

ସିଂହ

Friday 25 Nov 2022

ମଘା – ଦାମ୍ପତ୍ୟ ଜୀବନ ମଧୁରତା ପୂର୍ଣ୍ଣ ହେବ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ନୂଆ ପନ୍ଥା ପ୍ରୟୋଗ କରିବେ ।

ପୂ , ଫାଲଗୁନୀ - ମହିଳା ମାନେ ଘରକୁ ସଜାଇବାରେ ବ୍ୟସ୍ତ ରହିବେ । ରାଜନୀତିରେ ବଡ କାମ ହାତକୁ ନେବେ । କ୍ୟାରିଅରରେ ଆଗକୁ ବଢିବା ଲାଗି ନୂଆ ଅବସର ମିଳିବ 

ଉ ,ଫାଲଗୁନୀ – ସାମାଜିକ କାର୍ଯ୍ୟ ଲାଗି ରୁଚି ବଢିପାରେ । ଜମିକୁ ନେଇ ଲାଗି ରହିଥିବା ମତାନ୍ତର ଦୂର ହୋଇଯିବ ।

ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :