• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2022: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ସନ୍ଧ୍ୟା ୦୫/୨୧ ଗତେ ଧନୁ ତିଥି- ୨ୟା ରାତ୍ରି ୧୦/୩୫ ଗତେ ୩ୟା ଘାତ ଚନ୍ଦ୍ର- ସନ୍ଧ୍ୟା ୦୫/୨୧ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୧୦/୩୫ ପର୍ଯ୍ୟନ୍ତ

Libra

ତୁଳା

Friday 25 Nov 2022

ଚିତ୍ରା – କର୍ମ କ୍ଷେତ୍ରରେ କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ଶାରୀରିକ ପିଡା ଭୋଗ କରି ପାରନ୍ତି ।

ସ୍ୱାତୀ – ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ ।

ବିଶାଖା – ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ ।

ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :