• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2022: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ସନ୍ଧ୍ୟା ୦୫/୨୧ ଗତେ ଧନୁ ତିଥି- ୨ୟା ରାତ୍ରି ୧୦/୩୫ ଗତେ ୩ୟା ଘାତ ଚନ୍ଦ୍ର- ସନ୍ଧ୍ୟା ୦୫/୨୧ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୧୦/୩୫ ପର୍ଯ୍ୟନ୍ତ

Sagittarius

ଧନୁ

Friday 25 Nov 2022

ମୂଳା – ବିଳାସବ୍ୟସନରେ ରହିବେ । ପତ୍ନୀଙ୍କ ଠାରୁ ପର୍ଯ୍ୟାପ୍ତ ସହଯୋଗ ପାଇବେ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହେବ ।

ପୂ , ଷାଢା – ବ୍ୟବସାୟୀ ମାନେ ନୂଆ ବ୍ୟବସାୟ ଆରମ୍ଭ କରିବେ । ଶିକ୍ଷାର୍ଥୀ ମାନେ ଟିକେ ଚିନ୍ତାରେ ରହିବେ । ରାଜନିତିରେ କିଛି ଭଲ କାମ କରି ପାରନ୍ତି

ଉ , ଷାଢା – ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ । କୋଟ୍ କଚେରୀ ମାମଲାରେ ଫସି ଯାଇ ପାରନ୍ତି । ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :