• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2022: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ସନ୍ଧ୍ୟା ୦୫/୨୧ ଗତେ ଧନୁ ତିଥି- ୨ୟା ରାତ୍ରି ୧୦/୩୫ ଗତେ ୩ୟା ଘାତ ଚନ୍ଦ୍ର- ସନ୍ଧ୍ୟା ୦୫/୨୧ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୧୦/୩୫ ପର୍ଯ୍ୟନ୍ତ

Capricorn

ମକର

Friday 25 Nov 2022

ଧନିଷ୍ଠା – ଶରୀର ପାଇଁ ଚିନ୍ତା ଆଦୌ ରହିବ ନାହିଁ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ

ଶତଭିଷା – ଛାତ୍ରଛାତ୍ରୀ ମାନଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିବ । ମହିଳା ମାନେ ଖିଆଲି ମନବୃର୍ତି ପୋଷଣ କରିବେ । ବ୍ୟବସାୟ ବଢାଇବା ପାଇଁ ସୂବର୍ଣ୍ଣ ସୁଯୋଗ ପାଇବେ 

ପୂ , ଭାଦ୍ରପଦ – ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ଆୟିନୀର ଦ୍ୱାରସ୍ଥ ହେବେ ।

ପ୍ରତିକାର – ମାଆ ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :