ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ସନ୍ଧ୍ୟା ୦୫/୨୧ ଗତେ ଧନୁ ତିଥି- ୨ୟା ରାତ୍ରି ୧୦/୩୫ ଗତେ ୩ୟା ଘାତ ଚନ୍ଦ୍ର- ସନ୍ଧ୍ୟା ୦୫/୨୧ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୧୦/୩୫ ପର୍ଯ୍ୟନ୍ତ
ଅଶ୍ୱନୀ – ଜୀବନ ସାଥିଙ୍କ ପାଖରେ ଅଧିକ ସମୟ ବିତାଇବେ । କାର୍ଯ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ
ଦ୍ୱିଜା – ସାମାଜିକ କାର୍ଯ୍ୟ ଲାଗି ରୁଚି ବଢିପାରେ । ବ୍ୟବସାୟୀ ମାନେ ନୂତନ ବ୍ୟବସାୟ ଆରମ୍ଭ କରିବେ । ମହିଳା ମାନେ ଆତ୍ମ ନିର୍ଭରଶୀଳ ହେବେ
କୃତିକା – କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯