• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ, ହୋଇପାରେ ବଡ଼ କ୍ଷତି..!

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ  ଶନିବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୩ଶୀ ସନ୍ଧ୍ୟା ୦୫.୨୨ ଗତେ ୧୪ଶୀ । ଘାତଚନ୍ଦ୍ର-ମେଷ ରାଶିର ଅହୋରାତ୍ର । ଘାତବାର-ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ  ।

Aries

ମେଷ

Saturday 25 Nov 2023

ଅଶ୍ୱନୀ- ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।

ଦ୍ୱିଜା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବେ । ଶିକ୍ଷାକ୍ଷେତ୍ରରେ ଲକ୍ଷ୍ୟସ୍ଥଳରେ ପହଞ୍ଚାଇବାକୁ ଚେଷ୍ଟା କରିବେ ।

କୃତିକା- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।  ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । 

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର- ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ