• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ, ହୋଇପାରେ ବଡ଼ କ୍ଷତି..!

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ  ଶନିବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୩ଶୀ ସନ୍ଧ୍ୟା ୦୫.୨୨ ଗତେ ୧୪ଶୀ । ଘାତଚନ୍ଦ୍ର-ମେଷ ରାଶିର ଅହୋରାତ୍ର । ଘାତବାର-ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ  ।

Gemini

ମିଥୁନ

Saturday 25 Nov 2023

ମୃଗଶିରା- ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସାରୁ ଧନାଗମ ହେବ । ଅନ୍ୟ ସନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ । ମାନସିକ ଏକାଗ୍ରତା ରଖି ପାରିବେ ନାହିଁ ।

ଆଦ୍ରା- ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ  ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ ।

ପୁନର୍ବସୁ- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ