• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ, ହୋଇପାରେ ବଡ଼ କ୍ଷତି..!

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ  ଶନିବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୩ଶୀ ସନ୍ଧ୍ୟା ୦୫.୨୨ ଗତେ ୧୪ଶୀ । ଘାତଚନ୍ଦ୍ର-ମେଷ ରାଶିର ଅହୋରାତ୍ର । ଘାତବାର-ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ  ।

Virgo

କନ୍ୟା

Saturday 25 Nov 2023

ଉ,ଫଳଗୁନି- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

ହସ୍ତା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ ।

ଚିତ୍ରା- ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୌଣସି ବ୍ୟକ୍ତିଙ୍କ ସହୟତା ମିଳିବ

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର-ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ