• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ, ହୋଇପାରେ ବଡ଼ କ୍ଷତି..!

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ  ଶନିବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୩ଶୀ ସନ୍ଧ୍ୟା ୦୫.୨୨ ଗତେ ୧୪ଶୀ । ଘାତଚନ୍ଦ୍ର-ମେଷ ରାଶିର ଅହୋରାତ୍ର । ଘାତବାର-ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ  ।

Libra

ତୁଳା

Saturday 25 Nov 2023

ଚିତ୍ରା- ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ ।

ସ୍ୱାତୀ- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ବିଶାଖା- ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର-ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ