• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ, ହୋଇପାରେ ବଡ଼ କ୍ଷତି..!

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ  ଶନିବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୩ଶୀ ସନ୍ଧ୍ୟା ୦୫.୨୨ ଗତେ ୧୪ଶୀ । ଘାତଚନ୍ଦ୍ର-ମେଷ ରାଶିର ଅହୋରାତ୍ର । ଘାତବାର-ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ  ।

Scorpio

ବିଛା

Saturday 25 Nov 2023

ବିଶାଖା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ  ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟହତ ହେବ ।

ଅନୁରାଧା- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ଅସୁବିଧାରେ ପକାଇପାରେ ।

ଜ୍ୟେଷ୍ଠା- ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ନୂତନ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହୋଇପାରେ । ବନ୍ଧୁଙ୍କ ସହିତ ଦୂରଯାତ୍ରା କରି ପାରନ୍ତି ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର-ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ