ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର। ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୧୦ମୀ ରାତ୍ରି ୦୧.୦୨ ଗତେ ୧୧ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାନଞ୍ଚଦାନ ରାତ୍ରି ୦୧.୨୩ ପର୍ଯ୍ୟନ୍ତ ।
ପୁନର୍ବସୁ- ପ୍ରେମ ସମ୍ପର୍କରେ ମଧୁରତା ବଢିବ । ଅଫିସ କାମ ମନ୍ଥର ଗତିରେ ପୂରା ହେବ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ ।
ପୁଷ୍ୟା- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ ମାତ୍ର ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।
ଅଶ୍ଲେଷା- ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି । ଶିକ୍ଷାତ୍ରି ମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬