ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର। ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୧୦ମୀ ରାତ୍ରି ୦୧.୦୨ ଗତେ ୧୧ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାନଞ୍ଚଦାନ ରାତ୍ରି ୦୧.୨୩ ପର୍ଯ୍ୟନ୍ତ ।
ଚିତ୍ରା – କୈାଣସି କାର୍ୟ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କାମ ହାସଲ ଲକ୍ଷ୍ୟ ନେଇ ଅନ୍ୟମାନଙ୍କୁ ମନେଇ ନେବେ ।
ସ୍ୱାତୀ – ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।
ବିଶାଖା – ପୈତୃକ ସମ୍ପତିର ସମସ୍ୟା ସମାଧାନ ହେବ । ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ ।
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬