ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର। ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୧୦ମୀ ରାତ୍ରି ୦୧.୦୨ ଗତେ ୧୧ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାନଞ୍ଚଦାନ ରାତ୍ରି ୦୧.୨୩ ପର୍ଯ୍ୟନ୍ତ ।
ମୂଳା – ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଠିକ୍ କଥା କହିଲେ ମଧ୍ୟ ତାହା ବନ୍ଧୁମାନଙ୍କୁ ଖୁସି କରାଇବା ବଦଳରେ ଓଲଟା ପ୍ରତିକ୍ରିୟା ସୃଷ୍ଟି କରିବ।
ପୂ , ଷାଢା – ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । କୈାଣସି ନୂଆ କାର୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।ଯେତିକି ପାଇବେ ତାହାଠାରୁ ଅଧିକ ଖର୍ଚ୍ଚ ଜନିତ ମନସ୍ତାପ କରିପାରନ୍ତି।
ଉ , ଷାଢା – ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ ।ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ପ୍ରତିକାର – ହନୁମାନଙ୍କ ପାଖରେ ଭୋଗ ଲଗାନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩