• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମିଜମା କ୍ରୟ କରିବାର ଯୋଗ ରହିଛି

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର ଚନ୍ଦ୍ର – ତୁଳା ଅହୋରାତ୍ର ତିଥୀ - ଅମାବାସ୍ୟା ଦିବା ୦୪/୧୮ ଗତେ ପ୍ରତିପଦ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ରାଶିର ପୁଷ୍କର ଦୋଷ – ୧ ପାଦ କୃଷିହାନି-ଭୂମିଦାନ

Aries

ମେଷ

Tuesday 25 Oct 2022

ଅଶ୍ୱନୀ – ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ପେଟରେ ସାମାନ୍ୟ କଷ୍ଟ ଅନୁଭବ କରିବେ । ବ୍ୟବସାୟୀ ମାନେ ବ୍ୟବସାୟରେ ଲାଭବାନ୍ ହେବେ

ଦ୍ୱିଜା – ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । କାମରେ ହଠାତ କୈଣସି ଯୋଜନାରେ ପରିବର୍ତନ କରିପାରନ୍ତି । ଛାତ୍ରଛାତ୍ରୀ ମାନେ ଉଚ୍ଚ ମନା ରହିବେ

କୃତିକା –ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ

ପ୍ରତିକାର - ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :