• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2023: କର୍ମକ୍ଷେତ୍ରରେ ସଫଳତା ପାଇଁ ପରାମର୍ଶ ମିଳିବ, ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୫  ତାରିଖ, ବୁଧବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ୧୧ଶୀ ଦିବା ୧୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ରଘାତ ବାର –  କର୍କଟ ରାଶିର ପୁଷ୍କର ଦୋଷ – ଦିବା ୧୨.୩୨ ଗତେ ୧ ପାଦ - ପଶୁସମ୍ପଦ ନାଶ – ଅନ୍ନ ଦାନ ଦିବା ୦୧.୨୯ ଗତେ ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ

Aries

ମେଷ

Wednesday 25 Oct 2023

ଅଶ୍ୱନୀ- ସନ୍ଦେହ ଓ ଭୁଲ ବୁଝାମଣା ହେତୁ ପରିବାରରେ କ୍ରମାଗତ ଭାବେ ସମସ୍ୟା ଲାଗି ରହିପାରେ । ବ୍ୟବସାୟ, ବାଣିଜ୍ୟ ରେ ପ୍ରତିବନ୍ଧକ ସୃଷ୍ଟି ହେବାର ଆଶଙ୍କା ରହିଛି । ସ୍ନାୟବିକ ଦୁର୍ବଳତା ଦେଖାଦେଇପାରେ ।         
ଦ୍ୱିଜା- ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସଙ୍ଗଲାଭରୁ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି ।     
କୃତିକା- କେତେକ କ୍ଷେତ୍ରରେ ଧର୍ମ ସଙ୍କଟରେ ପଡି କଣ କରିବେ କିମ୍ବା ନ କରିବେ ଏହି ଦ୍ୱନ୍ଦରେ ପଡିପାରନ୍ତି । ଦୀର୍ଘଦିନର ପରିକଳ୍ପିତ ନୂତନ କାମଟିଏ କରି ଆତ୍ମତୃପ୍ତି ଲାଭ କରିବେ । ଅତିଥୀ ଚର୍ଚ୍ଚା, ଯାତ୍ରା, ଆଇନ ଅଦାଲତ ପ୍ରଭୃତି କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ ।     

ପ୍ରତିକାର -  ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ 
 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :