• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2023: କର୍ମକ୍ଷେତ୍ରରେ ସଫଳତା ପାଇଁ ପରାମର୍ଶ ମିଳିବ, ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୫  ତାରିଖ, ବୁଧବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ୧୧ଶୀ ଦିବା ୧୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ରଘାତ ବାର –  କର୍କଟ ରାଶିର ପୁଷ୍କର ଦୋଷ – ଦିବା ୧୨.୩୨ ଗତେ ୧ ପାଦ - ପଶୁସମ୍ପଦ ନାଶ – ଅନ୍ନ ଦାନ ଦିବା ୦୧.୨୯ ଗତେ ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ

Taurus

ବୃଷ

Wednesday 25 Oct 2023

କୃତିକା- କର୍ମକ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ । ସନ୍ଧ୍ୟା ସମୟରେ ପରିବାର ଲୋକଙ୍କ ସହିତ ସମୟ ବିତାଇବେ
ରୋହିଣୀ- ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ନିର୍ମାଣ କାର୍ୟ୍ୟୟରେ ଆଗେଇବେ    
ମୃଗଶିରା- ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟୁକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ବାହ୍ୟ ଶତୃଙ୍କ ଠାରୁ ଦୂରରେ ରହିଲେ ଭଲ 

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :