• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2023: କର୍ମକ୍ଷେତ୍ରରେ ସଫଳତା ପାଇଁ ପରାମର୍ଶ ମିଳିବ, ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୫  ତାରିଖ, ବୁଧବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ୧୧ଶୀ ଦିବା ୧୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ରଘାତ ବାର –  କର୍କଟ ରାଶିର ପୁଷ୍କର ଦୋଷ – ଦିବା ୧୨.୩୨ ଗତେ ୧ ପାଦ - ପଶୁସମ୍ପଦ ନାଶ – ଅନ୍ନ ଦାନ ଦିବା ୦୧.୨୯ ଗତେ ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ

Pisces

ମୀନ

Wednesday 25 Oct 2023

ପୂ, ଭାଦ୍ରପଦ- ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତବ୍ୟ ନିଷ୍ଠା ଯୋଗୁ ଘରେ ,ବାହାରେ ସମସ୍ତଙ୍କର ଆଦର ହେବେ ।  ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ
ଉ, ଭାଦ୍ରପଦ- ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ ।
ରେବତୀ- ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । ପୁରା ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :