• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2023: କର୍ମକ୍ଷେତ୍ରରେ ସଫଳତା ପାଇଁ ପରାମର୍ଶ ମିଳିବ, ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୫  ତାରିଖ, ବୁଧବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ୧୧ଶୀ ଦିବା ୧୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ରଘାତ ବାର –  କର୍କଟ ରାଶିର ପୁଷ୍କର ଦୋଷ – ଦିବା ୧୨.୩୨ ଗତେ ୧ ପାଦ - ପଶୁସମ୍ପଦ ନାଶ – ଅନ୍ନ ଦାନ ଦିବା ୦୧.୨୯ ଗତେ ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ

Gemini

ମିଥୁନ

Wednesday 25 Oct 2023

ମୃଗଶିରା- ବ୍ୟବସାୟ ବିଷୟରେ ଭଲ କଥା କହିବେ ।  ପାରିବାରିକ ଜୀବନ ଆନନ୍ଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ,  ବାଣିଜ୍ୟରେ ଲାଭ ମିଳିବ ।  ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ
ଆଦ୍ରା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର‌୍ୟ୍ୟକୁ ପରିବର୍ତନ କରିପାରନ୍ତି    
ପୁନର୍ବସୁ- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି ।  ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ 
 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :