• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2023: କର୍ମକ୍ଷେତ୍ରରେ ସଫଳତା ପାଇଁ ପରାମର୍ଶ ମିଳିବ, ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୫  ତାରିଖ, ବୁଧବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ୧୧ଶୀ ଦିବା ୧୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ରଘାତ ବାର –  କର୍କଟ ରାଶିର ପୁଷ୍କର ଦୋଷ – ଦିବା ୧୨.୩୨ ଗତେ ୧ ପାଦ - ପଶୁସମ୍ପଦ ନାଶ – ଅନ୍ନ ଦାନ ଦିବା ୦୧.୨୯ ଗତେ ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ

Cancer

କର୍କଟ

Wednesday 25 Oct 2023

ପୁନର୍ବସୁ- କୌଣସି କାର‌୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।
ପୁଷ୍ୟା- ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଅବିବାହିତ ମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ତିରିକୃତ ହେବ
ଅଶ୍ଳେଷା- ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ଘରୋଇ କାର‌୍ୟ୍ୟକୁ ପୁରା କରିବାରେ ସକ୍ଷମ ହେବେ 

ପ୍ରତିକାର – ମା ଭୂବନେଶୂରୀ ମହାକବଚ ଧାରଣ କରନ୍ତୁ
 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :